ଓଟିଇଟି ପରୀକ୍ଷା ମୂଲ୍ୟାଙ୍କନରେ ତ୍ରୁଟି ଅଭିଯୋଗ, ବୋର୍ଡ କାର୍ଯ୍ୟାଳୟ ସାମ୍ନାରେ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପ୍ରତିବାଦ
ଓଟିଇଟି ପରୀକ୍ଷା ମୂଲ୍ୟାଙ୍କନରେ ତ୍ରୁଟି ଅଭିଯୋଗ, ବୋର୍ଡ କାର୍ଯ୍ୟାଳୟ ସାମ୍ନାରେ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପ୍ରତିବାଦ #କଟକ (ଏନ୍.ଏମ୍.): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ଼) ଦ୍ୱାରା ପରିଚଳିତ ସ୍ପେଶାଲ ଓଡ଼ିଶା ଟିଚର ଇଲିଜିବିଟି (ଓଟିଇଟି) ପରୀକ୍ଷା ମୂଲ୍ୟାଙ୍କନରେ ତ୍ରୁଟି ଅଭିଯୋଗ ହୋଇଛି । ଓଟିଇଟି ପରୀକ୍ଷାର ଫଳ ଦୁଇ ଦିନ ତଳେ ପ୍ରକାଶ ପାଇଥିବା ବେଳେ ଏହି ପରୀକ୍ଷାରେ ଫେଲ ହୋଇ ଥିବା ଶିକ୍ଷକ ଶିକ୍ଷୟତ୍ରୀମାନେ ଏହି ଅଭିଯୋଗ କରିଛନ୍ତି ଏବଂ ପରୀକ୍ଷା ପ୍ରଶ୍ନପତ୍ର ଓ ପରିଚାଳନାରେ ତ୍ରୁଟି ଥିବା…
