ଗୁଡ଼ି ଉଡାଇବା ଉପରେ କଟକଣା ନିମନ୍ତେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
ଗୁଡ଼ି ଉଡାଇବା ଉପରେ କଟକଣା ନିମନ୍ତେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା #କଟକ(ଏନ୍.ଏମ୍.): ଆସନ୍ତା ୧୪ତାରିଖରେ ପବିତ୍ର ମକର ସଂକ୍ରାନ୍ତି । ତେବେ ମକର ସଂକ୍ରାନ୍ତି ପରିପ୍ରେକ୍ଷୀରେ ଗୁଡ଼ି ଉଡାଇବାର ଏକ ପରମ୍ପରା ରହିଛି । ମାତ୍ର ଏବେ ଗୁଡ଼ି ଉଡାଇବା ଦ୍ୱାରା ଜନସାଧାରଣଙ୍କ ପାଇଁ ବିପଦର କାରଣ ହୋଇଥିବା ଯୋଗୁଁ ବହୁ ସଚେତନ ନାଗରିକ ତଥା ବୁଦ୍ଧିଜୀବୀ ଗୁଡ଼ି ଉଡାଇବା ଉପରେ କଟକଣା ଲଗାଇବା ପାଇଁ ଦାବି କରୁଛନ୍ତି । ପ୍ରତିବର୍ଷ ଗୁଡ଼ି ଉଡ଼ାଇବା ଦ୍ୱାରା ସୂତା…
