ମୌସୁମୀ ଅଧିବେଶନ ଆରମ୍ଭ: ୨୮,୨୦୦କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ
ମୌସୁମୀ ଅଧିବେଶନ ଆରମ୍ଭ: ୨୮,୨୦୦କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ #ଭୁବନେଶ୍ୱର(ଏନ୍.ଏମ୍.):୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଜି ବିଧାନସଭାରେ ୨୮,୨୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷର ମୂଳ ବଜେଟ ୨.୩୦ଲକ୍ଷ କୋଟି ଟଙ୍କା ଥିବାବେଳେ ଏହାର ପ୍ରାୟ ୧୨.୧୭ ପ୍ରତିଶତ ଅର୍ଥାତ୍ ୨୮୨୦୦କୋଟି ଟଙ୍କା ଅତିରିକ୍ତ ବଜେଟରେ ବ୍ୟବସ୍ଥା ହୋଇଛି । ଏହାସହିତ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍ ଆକାର ୨ଲକ୍ଷ ୫୮ହଜାର ୨୦୦କୋଟି ଟଙ୍କାକୁ ବୃଦ୍ଧି ପାଇଛି…
