ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡିସିର ୨୬ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡିସିର ୨୬ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଖଣିଜ ପାଣ୍ଠିରେ ଅଧିକ ଜୀବିକା ଓ ଦକ୍ଷତା ବିକାଶ ପ୍ରକଳ୍ପ ଉପରେ ବୋର୍ଡର ଗୁରୁତ୍ୱାରୋପ [caption id="attachment_10609" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟ ଶାସନ ସଚିବ ତଥା ଓଡ଼ିଶା ଖଣିଜ…












