ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବାହନାଗା ହାଇସ୍କୁଲର ପୁନଃନିର୍ମାଣ ହେବ
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବାହନାଗା ହାଇସ୍କୁଲର ପୁନଃନିର୍ମାଣ ହେବ ୫-ଟି ଉପକ୍ରମରେ ଏକ ମଡେଲ ସ୍କୁଲ ଭାବରେ ଗଢାହେବ [caption id="attachment_9829" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗା ଯିବ…












