‘ମୋ ସରକାର’ ସମୀକ୍ଷା: ଲୋକଙ୍କ ଫିଡବ୍ୟାକକୁ ଭିତ୍ତିକରି ଭଲ କାମ ପାଇଁ ପ୍ରଶଂସା ଓ ଅବହେଳା ପାଇଁ ଦଣ୍ଡ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
‘ମୋ ସରକାର’ ସମୀକ୍ଷା: ଲୋକଙ୍କ ଫିଡବ୍ୟାକକୁ ଭିତ୍ତିକରି ଭଲ କାମ ପାଇଁ ପ୍ରଶଂସା ଓ ଅବହେଳା ପାଇଁ ଦଣ୍ଡ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ପେନସନ୍ ପ୍ରଦାନରେ ବିଳମ୍ବ ଆଦୌ ଗ୍ରହଣୀୟ ନୁହେଁ, ପ୍ରତ୍ୟେକ ବିଭାଗ ସମୀକ୍ଷା କରି ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସ୍ୱାସ୍ଥ୍ୟ ଓ ରାଜସ୍ୱ…












