ପାନ୍ଥନିବାସ ପକ୍ଷରୁ ‘ପରିଚୟ’କଣ୍ଟେଣ୍ଟ କ୍ରିଏଟର୍ସ ମିଟ: ଓଡ଼ିଶାର ୧୦୦ ଜଣ କଣ୍ଟେଣ୍ଟ କ୍ରିଏଟର ସମ୍ବର୍ଦ୍ଧିତ
ପାନ୍ଥନିବାସ ପକ୍ଷରୁ ‘ପରିଚୟ’କଣ୍ଟେଣ୍ଟ କ୍ରିଏଟର୍ସ ମିଟ: ଓଡ଼ିଶାର ୧୦୦ ଜଣ କଣ୍ଟେଣ୍ଟ କ୍ରିଏଟର ସମ୍ବର୍ଦ୍ଧିତ #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ, ‘ଫୁଡିଜ୍ ଅଫ ଭୁବନେଶ୍ୱର’ ଏବଂ ଓ ‘ଚଲୋ ଓଡ଼ିଶା ପାନ୍ଥନିବାସ’ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ‘ଓଡ଼ିଶା ପର୍ଯ୍ୟଟନ’ ପକ୍ଷରୁ ଖାଦ୍ୟ, ଭ୍ରମଣ, କଳା ଓ ସଂସ୍କୃତି କ୍ଷେତ୍ରରେ ଓଡ଼ିଶାର କଣ୍ଟେଣ୍ଟ କ୍ରିଏଟର୍ସ (ବିଷୟବସ୍ତୁ ସୃଷ୍ଟିକାରୀ)ଙ୍କ ପାଇଁ ଏକ ପ୍ରଶଂସା ଦିବସ ‘ପରିଚୟ’ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମକୁ ଓଟିଡିସିର ଅଧ୍ୟକ୍ଷ ଡ. ଲେନିନ ମହାନ୍ତି…
