ସ୍ୱାଭିମାନ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ
ସ୍ୱାଭିମାନ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ [caption id="attachment_9208" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ସ୍ୱେଛାସେବୀ ଅନୁଷ୍ଠାନ ସ୍ୱାଭିମାନ ଦ୍ୱାରା ୨ଦିନ ଧରି ସ୍ୱ-ପରାୟଣତା, ହେମୋଫିଲିଆ ରୋଗ(ରକ୍ତ ଜନିତ ବିକାରତା), ବୌଦ୍ଧିକ ଅକ୍ଷମତା ଏବଂ ଦୃଷ୍ଟି ବାଧିତ ବ୍ୟକ୍ତି ବିଶେଷମାନେ କିପରି ସାମାଜିକ ଭେଦଭାବର ସମ୍ମୁଖୀନ…












