ଭିନ୍ନକ୍ଷମ ହେବେ ସୁଦକ୍ଷ : ଖୋର୍ଦ୍ଧାରେ ‘ବିଜୁ ମହାବୀର ଜୟପୁର ଫୁଟ୍ ସେଣ୍ଟର’ ଉଦ୍ଘାଟନ

ଭିନ୍ନକ୍ଷମ ହେବେ ସୁଦକ୍ଷ : ଖୋର୍ଦ୍ଧାରେ ‘ବିଜୁ ମହାବୀର ଜୟପୁର ଫୁଟ୍ ସେଣ୍ଟର’ ଉଦ୍ଘାଟନ ରାଜ୍ୟର ସବୁ ଭିନ୍ନକ୍ଷମ ମାନଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦେବା ଆମର ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‍.ଏମ୍‍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାର ଗୁରୁଜଙ୍ଗ ଠାରେ ପ୍ରସିଦ୍ଧ ଜୟପୁର ଫୁଟର ଏକ ନୂଆ କେନ୍ଦ୍ର ‘ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର’ ଉଦ୍ଘାଟନ କରିଛନ୍ତି । ଏହାଦ୍ୱାରା ରାଜ୍ୟର ଭିନ୍ନକ୍ଷମ ମାନଙ୍କ ପାଇଁ ନୂଆ ଆଶା ସଞ୍ଚାର ହୋଇଛି । ଜୟପୁର ଫୁଟର…

Read More

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍‌ଘାଟିତ

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍‌ଘାଟିତ #ଭୁବନେଶ୍ୱର(ଏନ୍‍.ଏମ୍‍.): ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅହରହ ଉଦ୍ୟମ ଆଜି ମହିଳାମାନଙ୍କୁ ଅବଳା ଦୁର୍ବଳା କରି ରଖିନାହିଁ । ଆଜି ମହିଳାମାନେ ଆତ୍ମନିର୍ଭରଶୀଳ ହୋଇ ପାରିଛନ୍ତି । ତେବେ ମହିଳାମାନଙ୍କୁ ଅଧିକ ରୋଜଗାରକ୍ଷମ କରାଇବା ନିମନ୍ତେ ମୁଖ୍ୟମନ୍ତ୍ରୀ ଭେଣ୍ଡିଂ ଜୋନ ମାଧ୍ୟମରେ ସେମାନଙ୍କୁ ରୋଜଗାର କରିବାର ବାଟ ଉନ୍ମୁକ୍ତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଡୁମୁଡୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଦର୍ଶ…

Read More

ଆଇପିଏଲ୍‌: ମୁମ୍ବାଇର କ୍ରମାଗତ ତୃତୀୟ ବିଜୟ

ଆଇପିଏଲ୍‌: ମୁମ୍ବାଇର କ୍ରମାଗତ ତୃତୀୟ ବିଜୟ #IPL ହାଇଦ୍ରାବାଦ(ଏନ୍‍.ଏମ୍‍.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍‌)ରେ ମୁମ୍ବାଇ ଇଣ୍ଡିଆନ୍ସ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି । ଏଠାରେ ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟର ୨୫ତମ ମ୍ୟାଚରେ ମୁମ୍ବାଇ ଘରୋଇ ହାଇଦ୍ରାବାଦକୁ ୧୪ରନରେ ପରାସ୍ତ କରିଛି । ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୯୩ରନର ବିଜୟ ଲକ୍ଷ୍ୟକୁ ପିଚ୍ଛା କରି ହାଇଦ୍ରାବାଦ ଗୋଟିଏ ବଲ୍ ବାକିଥାଇ ସମସ୍ତ ୱିକେଟ ହରାଇ ୧୭୮ରନ୍ କରିବାକୁ ସମର୍ଥ ହୋଇଥିଲା । ମ୍ୟାଚରେ ଟସ୍ ଜିତି ହାଇଦ୍ରାବାଦ…

Read More

ଗ୍ରୀଷ୍ମପ୍ରବାହ: ଆଉ ୨ଦିନ ରାଜ୍ୟର ସବୁ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ଛୁଟି

ଗ୍ରୀଷ୍ମପ୍ରବାହ: ଆଉ ୨ଦିନ ରାଜ୍ୟର ସବୁ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ଛୁଟି #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣିଥରେ ସମସ୍ତ ସ୍କୁଲକୁ ଆଉ ୨ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ଏଥି ସହିତ ରାଜ୍ୟର ୮ଗୋଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ଜଣାପଡ଼ିଛି । ବିଶେଷ କରି ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର ଝାରସୁଗୁଡ଼ା, ବୌଦ୍ଦ ଆଦି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ…

Read More

ଜଗତପୁର ଆଇ.ବି ରୋଡରେ ଉଚ୍ଛେଦ ପୂର୍ବରୁ ରାତାରାତି ଦୋକାନ ଖାଲି କଲେ ବ୍ୟବସାୟୀ

ଜଗତପୁର ଆଇ.ବି ରୋଡରେ ଉଚ୍ଛେଦ ପୂର୍ବରୁ ରାତାରାତି ଦୋକାନ ଖାଲି କଲେ ବ୍ୟବସାୟୀ ସରକାରୀ ଜମି ନିରୂପଣ ନକରି ଭଙ୍ଗାରୁଜାକୁ ନେଇ ତେଜୁଛି ଅସନ୍ତୋଷ #ଜଗତପୁର(ଏନ୍‌.ଏମ୍‌.): ପ୍ରଶାସନର ମନମୁଖୀ କାର୍ଯ୍ୟକୁ ନେଇ କଟକରେ ଅସନ୍ତୋଷ ଦାନା ବାନ୍ଧୁଥିବା ଦେଖିବାକୁ ମିଳିଛି । ପ୍ରଶାସନିକ ଅଧିକାରୀମାନେ ସମସ୍ତ ନୀତି ନିୟମକୁ ଜଳଞ୍ଜଳି ଦେଇ ମେରୀରାୟ ନୀତି ଚଳାଇଥିବା ଭଳି ସଂଗୀନ ଅଭିଯୋଗ ଉଠିଛି । ବିଶେଷ କରି କଟକ ମହାନଗର ନିଗମ ଅନ୍ତର୍ଗତ ଜଗତପୁର ୪୮ନମ୍ବର ୱାର୍ଡ ମହାନଦୀ…

Read More

ଆଠଗଡ଼ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ଅଘଟଣା: ପରୀକ୍ଷା ଚାଲିଥିବାବେଳେ ଛାତ୍ରଙ୍କ ଉପରେ ଖସିପଡ଼ିଲା ଫ୍ୟାନ୍‌

ଆଠଗଡ଼ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ଅଘଟଣା: ପରୀକ୍ଷା ଚାଲିଥିବାବେଳେ ଛାତ୍ରଙ୍କ ଉପରେ ଖସିପଡ଼ିଲା ଫ୍ୟାନ୍‌ #ଆଠଗଡ଼(ଏନ.ଏମ୍‌.): କଟକ ଜିଲ୍ଲା ଆଠଗଡ଼ ସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ଏକ ଅଘଟଣ ଘଟିଯାଇଛି । ଯାହାକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମହଲରେ ତିବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱ ହିନତା ଯୋଗୁଁ ଛାତ୍ରଛାତ୍ରୀ ଦୁର୍ଘଟଣାଗ୍ରସ୍ତ ହେଉଥିବା ଅଭିଯୋଗ ଆଣିଛନ୍ତି । ଯେଉଁଠିକୁ ପିଲାଟିର ଭବିଷ୍ୟତ ଗଢ଼ିବା ପାଇଁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ପଠାଉଛନ୍ତି ସେଠାରେ…

Read More

ସୁପର କିଙ୍ଗ୍ସର ତୃତୀୟ ବିଜୟ

ସୁପର କିଙ୍ଗ୍ସର ତୃତୀୟ ବିଜୟ #ବେଙ୍ଗାଲୁରୁ(ଏନ୍‍.ଏମ୍‍.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍‌)ରେ ଆଜି ଅନୁଷ୍ଠିତ ୨୪ତମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ଘରୋଇ ରୟାଲ୍ ଚ୍ୟାଲେଞ୍ଜର ବେଙ୍ଗାଲୁରୁକୁ ୮ରନରେ ପରାସ୍ତ କରିଛି । ଏହି ଟୁର୍ଣ୍ଣାମେଣ୍ଟରେ ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ସୁପର କିଙ୍ଗ୍ସ ତୃତୀୟ ବିଜୟ ହାସଲ କରିବା ସହ ମୋଟ ୬ ପଏଣ୍ଟ ସହ ପଏଣ୍ଟ ଟେବଲର ତୃତୀୟ ସ୍ଥାନରେ ପହଞ୍ଚିଛି । ମ୍ୟାଚରେ ବେଙ୍ଗାଲୁରୁ ଅଧିନାୟକ ଫାପ୍ ଡୁପ୍ଲେସି ଟସ୍ ଜିତି ଫିଲ୍ଡିଂ…

Read More

ମହାରାଜା ହଲ୍‌ରୁ ଓଡିଆ ଫିଲ୍ମ ହଟେଇବା ନେଇ ପ୍ରଯୋଜକ ଓ ହଲ୍ ମ୍ୟାନେଜର ମୁହାଁ ମୁହିଁ

ମହାରାଜା ହଲ୍‌ରୁ ଓଡିଆ ଫିଲ୍ମ ହଟେଇବା ନେଇ ପ୍ରଯୋଜକ ଓ ହଲ୍ ମ୍ୟାନେଜର ମୁହାଁ ମୁହିଁ #ଭୁବନେଶ୍ୱର(ଏନ୍‌.ଏମ୍‌.): ମହାରାଜା ସିନେମା ହଲରୁ ହଟିଲା ଓଡ଼ିଆ ଫିଲ୍ମ ଡେଲିଭରି ବୟ । ହିନ୍ଦୀ ଫିଲ୍ମ ଚଲାଇବା ପାଇଁ ଓଡ଼ିଆ ଫିଲ୍ମ ହଟାଇ ଥିବା ଅଭିଯୋଗ ଆଣିଲେ ଡେଲିଭରି ବୟର ପ୍ରଯୋଜକ । ଆଜି ଭୁବନେଶ଼୍ୱର ପ୍ରେସ କ୍ଲବ ଠାରେ ଏକ ସାମ୍ବାଦିକ ସମ୍ବାଦିକ ସମ୍ମିଳନୀରେ ଡେଲିଭରୀ ବୟ ଚଳଚ୍ଚିତ୍ରର ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି, କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ,…

Read More

ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଶ୍ରଦ୍ଧାଞ୍ଜଳି #କଟକ(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ମହାନ ଜନନାୟକ, ପ୍ରବାଦ ପରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୬ତମ ଶ୍ରାଦ୍ଧଦିବସ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ପୂର୍ବତନ ବିଧାୟକ ଡ. ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ସକାଳ ୬.୩୦ଘଟିକା ସମୟରେ ଚୌଦ୍ୱାରସ୍ଥିତ ବିରୁପା ନଦୀରେ ତିଳତର୍ପଣ ସହ ବିରୁପା ଛକ ଓ ଯୋବ୍ରା ଆନ୍ନିକଟ ଠାରେ ସ୍ଥାପିତ ପ୍ରବାଦ ପୁରୁଷ…

Read More

ବୋର୍ଡ଼ର ଘୋଷଣା: ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ

ବୋର୍ଡ଼ର ଘୋଷଣା: ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ #କଟକ(ଏନ୍‌.ଏମ୍‌.): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶନକୁ ନେଇ ବୋର୍ଡ଼ ପକ୍ଷରୁ ଘୋଷଣା କରାଯାଇଛି । ଆସନ୍ତା ମେ ମାସ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ଼) ପକ୍ଷରୁ କୁହାଯାଇଛି । ଆଜି ଏ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା କହିଛନ୍ତି ଯେ, ତ୍ରୁଟିଶୂନ୍ୟ…

Read More

ଲିଙ୍କରୋଡରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଯାତ୍ରୀବାହୀ ବସ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭଷ୍ମୀଭୂତ

ଲିଙ୍କରୋଡରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଯାତ୍ରୀବାହୀ ବସ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭଷ୍ମୀଭୂତ #କଟକ(ଏନ୍‌.ଏମ୍‌.): କଟକରେ ପ୍ରଚଣ୍ଡ ରୌଦ୍ରତାପ ଜନସାଧାରଣଙ୍କୁ ଅତିଷ୍ଠ କରି ପକାଇଥିବାବେଳେ ଲିଙ୍କରୋଡ଼ରେ ଅଚାନକ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି । ଅପରାହ୍ନ ସମୟରେ ପାରଦ ପ୍ରାୟ ୪୦ ଡିଗ୍ରୀ ଉପରେ ଥିବାବେଳେ ଲିଙ୍କରୋଡ ଠାରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ସେଠାରେ କିଛି ଦିନ ଧରି ରହିଥିବା ଏକ ଯାତ୍ରୀବାହୀ ବସରେ ନିଆଁ ଲାଗି ଯିବା ଫଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା…

Read More

ଜବର ଦଖଲ ଉଚ୍ଛେଦକୁ ନେଇ ଆତଙ୍କିତ ଅବସ୍ଥାରେ ଜଗତପୁର ଅଞ୍ଚଳର ଦୋକାନୀ

ଜବର ଦଖଲ ଉଚ୍ଛେଦକୁ ନେଇ ଆତଙ୍କିତ ଅବସ୍ଥାରେ ଜଗତପୁର ଅଞ୍ଚଳର ଦୋକାନୀ #କଟକ(ଏନ୍‌.ଏମ୍‌.): ଜଗତପୁର ୪୮ନମ୍ବର ୱାର୍ଡର ମହାନଦୀ ବ୍ୟାରେଜ ଛକ ଠାରୁ ବିରୂପା ବ୍ୟାରେଜ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ଦୋକାନ ଗୁଡିକୁ ପ୍ରଶାସନ ପକ୍ଷରୁ ଆସନ୍ତା ୧୮ତାରିଖ ଦିନ ଉଚ୍ଛେଦ କରାଯିବ ବୋଲି ସିଏମସି ପକ୍ଷରୁ ନିର୍ଦ୍ଦେଶନାମା ବାହାରିବା ପରେ ଏବେ ଦୋକାନୀମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଏହି ପରିପ୍ରେକ୍ଷୀରେ ଏହି ଅଞ୍ଚଳର ଦୋକାନୀମାନଙ୍କର ଏକ ଜରୁରୀ ବୈଠକ ଯୁବ…

Read More