ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି : ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠିଲେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଆଦି ୫ ଡଙ୍ଗା
ପୁରୀ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି : ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠିଲେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଆଦି ୫ ଡଙ୍ଗା #ପୁରୀ(ଏନ୍.ଏମ୍.): ଆସନ୍ତା ଏପ୍ରିଲ ୨୩ ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ । ଏନେଇ ପୁରୀରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦିନ ଠାରୁ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀରେ ଚାପ ଖେଳିବେ । ଏଥିପାଇଁ ଚଳଚଞ୍ଚଳ…
