ତିଗିରିଆରେ ହତ୍ୟାକାଣ୍ଡ: ରଙ୍ଗର ଉତ୍ସବ ହେଲା ରକ୍ତ ରଞ୍ଜିତ
ତିଗିରିଆରେ ହତ୍ୟାକାଣ୍ଡ: ରଙ୍ଗର ଉତ୍ସବ ହେଲା ରକ୍ତ ରଞ୍ଜିତ #ତିଗିରିଆ(ଏନ୍.ଏମ୍.): କଟକ ଜିଲ୍ଲା ତିଗିରିଆ ଅଞ୍ଚଳରେ ଆନନ୍ଦ ଉଲ୍ଲାର ପର୍ବ ରଙ୍ଗର ଉତ୍ସବ ହେଲା ରକ୍ତ ରଞ୍ଜିତ । କିଏ ବା ଜାଣିଥିଲା ନାଲି ନେଳି ରଙ୍ଗରେ ହୋଲିର ମଜା ଉଠାଇବା ପୂର୍ବରୁ ଶତ୍ରୁର ଆକ୍ରମଣରେ ରକ୍ତ ରଞ୍ଜିତ ହୋଇ ଉଠିବ ଅଞ୍ଚଳ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣାର ସୁରେନ୍ଦ୍ର ପାଟଣା ଗ୍ରାମରେ । ଗୋଟିଏ…
