ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତ ପାଇଁ ସମୀକ୍ଷା ବୈଠକ
ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତ ପାଇଁ ସମୀକ୍ଷା ବୈଠକ କୋଣାର୍କ (ଏନ୍.ଏମ୍.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନ ସୁଆଣ୍ଡୋରେ ଚଳିତ ମାସ ୨୩ ତାରିଖରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ହେବ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଆଣ୍ଡୋ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପଟ୍ଟନାୟକିଆ ସ୍ଥିତ ସୂଚନା କେନ୍ଦ୍ର, ସୁଆଣ୍ଡୋ ଗ୍ରାମର ଲୋକେଶ୍ୱର ମନ୍ଦିର, ଗୋପବନ୍ଧୁଙ୍କ…
