ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ, ଅନିର୍ଦ୍ଦିଷ୍ଟ କାଳ ଯାଏଁ ଚାଲିବ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ମହାସଂଘ
ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଚାଲିବ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ମହାସଂଘ #ଭୁବନେଶ୍ୱର(ଏନ୍.ଏମ୍.): ପୁଣି ଥରେ ଆରମ୍ଭ ହୋଇଛି ଡ୍ରାଇଭରଙ୍କ ଦେଶବ୍ୟାପୀ ଆନ୍ଦୋଳନ । ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ କରି ଦୁଇ ଦିନ ତଳେ ପ୍ରତ୍ୟାହୃତ ହୋଇଥିବା ଆନ୍ଦୋଳନ ଆଜିଠୁ ପୁଣି ଥରେ ସମଗ୍ର ଦେଶରେ ଆରମ୍ଭ ହୋଇଛି । ଏଥିରେ ଓଡିଶାର ସମସ୍ତ ଡ୍ରାଇଭର ମଧ୍ୟ ସାମିଲ ହେବେ ବୋଲି ରାଜ୍ୟ ଡ୍ରାଇଭର…
