ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା ଆରମ୍ଭ

ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା ଆରମ୍ଭ ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ଚାଲିବ ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ୍‌ସେବା ଆରମ୍ଭ ହେଲା ମା’ମାନଙ୍କ ପାଇଁ ଟିକଟ ମୂଲ୍ୟ ୫୦ ପ୍ରତିଶତ ରହିବ- ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି । ଏହି ବସ୍ଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Read More

ସ୍କୁଲକୁ ଯିବାବେଳେ ଜଗିଥିଲା ଯମ: ଅଜଣା ଗାଡ଼ିଧକ୍କାରେ ଚାଲିଗଲା ବଡ଼ ଭାଇର ଜୀବନ

ସ୍କୁଲକୁ ଯିବାବେଳେ ଜଗିଥିଲା ଯମ: ଅଜଣା ଗାଡ଼ିଧକ୍କାରେ ଚାଲିଗଲା ବଡ଼ ଭାଇର ଜୀବନ #କଟକ(ଏନ୍‌.ଏମ୍‌.): ବିଭାଗୀୟ ଅଧିକାରୀଙ୍କ ବେପରୁଆ କାର୍ଯ୍ୟ ଯୋଗୁଁ ସହରରେ ବଢ଼ୁଛି ଦୁର୍ଘଟଣା । ଗୋଟିଏ ପଟେ କଟକ ସହରରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବାବେଳେ ଜନସାଧାରଣଙ୍କ ସୁରକ୍ଷା ପ୍ରତି ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଧ୍ୟାନ ଦେଉ ନାହାନ୍ତି; ଫଳରେ ସହରରେ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ବହୁ ଧନଜୀବନ କ୍ଷୟକ୍ଷତି ହେଉଥିବାର ନଜୀର ରହିଛି । ତେବେ ଆଜି ସ୍କୁଲକୁ ଆସୁଥିବାବେଳେ…

Read More

ଲୁଟ୍ ପାଇଁ ଚାଲିଥିଲା ଯୋଜନା: ୭ଜଣଙ୍କୁ ମାଡ଼ି ବସିଲା ପୁଲିସ୍‌

ଲୁଟ୍ ପାଇଁ ଚାଲିଥିଲା ଯୋଜନା: ୭ଜଣଙ୍କୁ ମାଡ଼ି ବସିଲା ପୁଲିସ୍‌ #କଟକ (ଏନ୍‌.ଏମ୍‌.): କଟକ ସହରରେ ଲୁଟ୍ ପାଇଁ ୭ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଯୋଜନା କରୁଥିବାବେଳେ କମିଶନରେଟ ପୁଲିସ ସେମାନଙ୍କୁ ମାଡ଼ିବସିଛି । କୌଣସି ସୂତ୍ରରୁ ଖବର ପାଇ ଏହି ଅପରାଧୀମାନଙ୍କୁ ପୁଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନଙ୍କ ନାମରେ ଏକାଧିକ ମାମଲା ରହିଛି । ପୁଲିସ୍ ସେମାନଙ୍କଠାରୁ ବହୁ ମାରଣାସ୍ତ୍ର ସହିତ ଦୁଇ ଥର ଗାଡ଼ି ଜବତ ହୋଇଥିବା ନେଇ କଟକ ଡିସିପି…

Read More