ସିଏମସି ୩ ନମ୍ବର ୱାର୍ଡ଼ରେ କଂଗ୍ରେସର ସାଙ୍ଗଠନିକ ପ୍ରସ୍ତୁତି ବୈଠକ
ସିଏମସି ୩ ନମ୍ବର ୱାର୍ଡ଼ରେ କଂଗ୍ରେସର ସାଙ୍ଗଠନିକ ପ୍ରସ୍ତୁତି ବୈଠକ #କଟକ(ଏନ୍.ଏମ୍.): କଟକ ମହାନଗର ନିଗମ ଅନ୍ତର୍ଗତ ୩ନମ୍ବର ୱାର୍ଡ କଂଗ୍ରେସ ପକ୍ଷରୁ ସ୍ଥାନୀୟ ସିଡିଏ-୧୧ ଠାରେ ଏକ ସାଙ୍ଗଠନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନଗର କଂଗ୍ରେସ ପୂର୍ବତନ ସଭାପତି ଗିରିବାଳା ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ…





