କଂଗ୍ରେସ ପ୍ରଭାରୀଙ୍କୁ ଭେଟିଲେ ମୋକିମ ଓ ଚିରଞ୍ଜୀବ
କଂଗ୍ରେସ ପ୍ରଭାରୀଙ୍କୁ ଭେଟିଲେ ମୋକିମ ଓ ଚିରଞ୍ଜୀବ ଭୁବନେଶ୍ୱର(ଏନ୍.ଏମ୍.): ୬ ମାସରୁ ଅଧିକ ଦିନ ଧରି କଂଗ୍ରେସରୁ ନିଲମ୍ବନ ହୋଇଥିବା ଇଂ. ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ ଖୁବଶୀଘ୍ର ଦଳକୁ ଫେରିବାର ଆଶଙ୍କା ସୃଷ୍ଟି ହୋଇଛି । ତେବେ ସୂଚନା ଅନୁଯାୟୀ ଆଜି ଏହି ଦୁଇ ହେଭିୱେଟ୍ ନେତା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଭେଟିବା ପରେ ଏ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଏପରିକି ଖୋଦ୍ ଅଜୟ କୁମାର ମଧ୍ୟ ଏନେଇ ଆଭାସ…
