ଶିମିଳିପାଳରେ କଳାବାଘ ଦେଖିବେ ପର୍ଯ୍ୟଟକ; ସଫାରୀ ନେଇ ଘୋଷଣା କଲେ ରାଜ୍ୟ ସରକାର
ଶିମିଳିପାଳରେ କଳାବାଘ ଦେଖିବେ ପର୍ଯ୍ୟଟକ; ସଫାରୀ ନେଇ ଘୋଷଣା କଲେ ରାଜ୍ୟ ସରକାର #ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ । ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ । ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର…
