Month: February 2024

ଶ୍ରମ ଅଧିକାରୀଙ୍କ ମେରୀ ରାୟ ନୀତି: ହିତାଧିକାରୀଙ୍କୁ ମିଳୁନି ସରକାରୀ ସହାୟତା ରାଶି

ଶ୍ରମ ଅଧିକାରୀଙ୍କ ମେରୀ ରାୟ ନୀତି: ହିତାଧିକାରୀଙ୍କୁ ମିଳୁନି ସରକାରୀ ସହାୟତା ରାଶି #ପାଟଣାଗଡ଼ (ଏନ୍‌.ଏମ୍‌.): ସରକାର ଶ୍ରମିକମାନଙ୍କର କଲ୍ୟାଣ ନିମନ୍ତେ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ମାତ୍ର ବିଭାଗୀୟ ଅଧିକାରୀଙ୍କ ମେରୀ ରାୟନୀତି ଯୋଗୁଁ ସରକାରୀ ସହାୟତା ହିତାଧିକାରୀଙ୍କ…

ଓଡ଼ିଆ ବରପୂତ୍ରଙ୍କ ନାମରେ ବରମୁଣ୍ଡା ବସଷ୍ଟାଣ୍ଡର ନାମକରଣ କରିବା ଦାବିରେ ବିକ୍ଷୋଭ

ଓଡ଼ିଆ ବରପୂତ୍ରଙ୍କ ନାମରେ ବରମୁଣ୍ଡା ବସଷ୍ଟାଣ୍ଡର ନାମକରଣ କରିବା ଦାବିରେ ବିକ୍ଷୋଭ #ଭୁବନେଶ୍ୱର (ଏନ୍‌.ଏମ୍‌.): ଦୀର୍ଘ ଦିନର ପ୍ରତୀକ୍ଷା ପରେ ଉଦଘାଟିତ ହେଉଥିବା ଭୁବନେଶ୍ୱର ବରମୁଣ୍ଡା ମୁଖ୍ୟ ବସଷ୍ଟାଣ୍ଡ ଜଣେ ଓଡ଼ିଆ ବରପୂତ୍ରଙ୍କ ନାମରେ ନାମକରଣ ନହେବା ଅନେକ ଓଡ଼ିଆ ସ୍ୱାଭିମାନୀ…

ସହର ବିକାଶରେ ନୂଆ ମାଇଲଷ୍ଟୋନ: ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର

ସହର ବିକାଶରେ ନୂଆ ମାଇଲଷ୍ଟୋନ: ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟକୁ ହାସଲ କରିବାରେ ସହାୟକ ହେବ- ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟର ସହର ବିକାଶ ଇତିହାସରେ ଆଜି…

ଗଡଗଡେଶ୍ୱର ମନ୍ଦିରର ଜିର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି

ଗଡଗଡେଶ୍ୱର ମନ୍ଦିରର ଜିର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି #କଟକ(ଏନ୍‌.ଏମ୍‌.): କଟକ ସହରରେ ବୈଷ୍ଣବ ଧର୍ମ ଆଗମନର ମୁକସାଖୀ ମହାନଦୀର ଗଡ଼ଗଡ଼ିଆ ଘାଟରେ ଥିବା ଗଡଗଡେଶ୍ୱର ମନ୍ଦିରର ଜିଣ୍ଣୋଦ୍ଧାର ସହ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ଚୁଡାନ୍ତ ପ୍ରସ୍ତୁତି…

ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪

ବ୍ୟବସାୟ କରିବାର ସହଜତା ଓ ସୁଗମତା ଦୃଷ୍ଟିରୁ ଓଡିଶା ଅନ୍ୟତମ ସର୍ବୋତମ ରାଜ୍ୟ: ଇପିକଲ ଏମ୍‌ଡି ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪ #ଭୁବନେଶ୍ୱର(ଏନ୍‌.ଏମ୍‌.): ଇପିକଲ ଓ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭୂପେନ୍ଦ୍ର ସିଂହ ପୁନିଆ ଓଡିଶାକୁ…

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦ୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ #ପାଟଣାଗଡ଼(ଏନ୍‌.ଏମ୍‌.): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଖଲିଆ ଗାଁର ଦାଦନ ଶ୍ରମିକ ପରିବାରକୁ ସର୍ଦ୍ଦାର ବନ୍ଧକ ରଖି ଟଙ୍କା ଅସୁଲ…

ବହୁ ପ୍ରତିକ୍ଷିତ ବାସୁଦେବ ମନ୍ତେଇ ପୋଲର ଶିଳାନ୍ୟାସ

ବହୁ ପ୍ରତିକ୍ଷିତ ବାସୁଦେବ ମନ୍ତେଇ ପୋଲର ଶିଳାନ୍ୟାସ #ବାସୁଦେବପୁର(ଏନ୍‌.ଏମ୍‌.): ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ବହୁ ପ୍ରତିକ୍ଷିତ ମନ୍ତେଇ ନଦୀରେ ବାଲିଆପାଳ ଘାଟ ଓ ଚାରିବାଟିଆ ଘାଟ ଠାରେ ନୂତନ ସେତୁ ନିର୍ମାଣ ନିମନ୍ତେ ଶିଳାନ୍ୟାସ ହୋଇ ଯାଇଛି । ଉକ୍ତ…

ବୋଧପୁର ପଞ୍ଚାୟତରେ କର୍ମୀ ସମ୍ମିଳନୀ: ଲୋକଙ୍କ ଅଭିଯୋଗ ଶୁଣିଲେ ଓ ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ ବିଧାୟକ

ବୋଧପୁର ପଞ୍ଚାୟତରେ କର୍ମୀ ସମ୍ମିଳନୀ: ଲୋକଙ୍କ ଅଭିଯୋଗ ଶୁଣିଲେ ଓ ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ ବିଧାୟକ #କଟକ ସଦର(ଏନ୍‌.ଏମ୍‌.): କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋଧପୁର ପଞ୍ଚାୟତରେ କର୍ମୀସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ସ୍ଥାନୀୟ ବିଧାୟକ…

ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍‌-ସଂଶୋଧକଙ୍କୁ ପ୍ରତିବର୍ଷ ପୁରସ୍କୃତ କରାଯିବ

ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍‌-ସଂଶୋଧକଙ୍କୁ ପ୍ରତିବର୍ଷ ପୁରସ୍କୃତ କରାଯିବ #କଟକ(ଏନ୍‌.ଏମ୍‌.): ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍‌-ସଂଶୋଧକଙ୍କୁ ଚୟନ କରି ପ୍ରତ୍ୟେକ ବର୍ଷ ଅଧ୍ୟାପିକା ନୀହାରିକା ଦାସ ସ୍ମୃତି ନ୍ୟାସ ପକ୍ଷରୁ ପୁରସ୍କୃତ କରାଯିବ ବୋଲି ଆଜି ସ୍ଥାନୀୟ ଗାନ୍ଧି ଭବନଠାରେ ଆୟୋଜିତ…

ଫାଇପ-ଟି ଅଧ୍ୟକ୍ଷଙ୍କ ଘୋଷଣା: ରାଜ୍ୟର ଛାତ୍ରଛାତ୍ରୀଙ୍କୁ ମିଳିବ ‘ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ’, ମାର୍ଚ୍ଚ ୫ରୁ ଆରମ୍ଭ ହେବ ପଞ୍ଜିକରଣ

ଫାଇପ-ଟି ଅଧ୍ୟକ୍ଷଙ୍କ ଘୋଷଣା: ରାଜ୍ୟର ଛାତ୍ରଛାତ୍ରୀଙ୍କୁ ମିଳିବ ‘ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ’, ମାର୍ଚ୍ଚ ୫ରୁ ଆରମ୍ଭ ହେବ ପଞ୍ଜିକରଣ #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଶିକ୍ଷା ବ୍ୟବସ୍ଥାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ଛାତ୍ରଛାତ୍ରୀ…

ବାଲିକୁଦା ଗ୍ରାମ୍ୟ ଶ୍ମଶାନ ଅଣଦେଖା ଅଭିଯୋଗ: ସିଟି ଇଞ୍ଜିନିୟରଙ୍କୁ ରିପୋର୍ଟ ମାଗିଲେ କମିଶନର

ବାଲିକୁଦା ଗ୍ରାମ୍ୟ ଶ୍ମଶାନ ଅଣଦେଖା ଅଭିଯୋଗ: ସିଟି ଇଞ୍ଜିନିୟରଙ୍କୁ ରିପୋର୍ଟ ମାଗିଲେ କମିଶନର #କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମ ୫୬ ନମ୍ବର ୱାର୍ଡ ଅନ୍ତର୍ଗତ ଓ କଟକ ସଦର ଥାନା ଅଧିନ ବାଲିକୁଦା ଗ୍ରାମ୍ୟ ଶ୍ମଶାନଟି ଦୀର୍ଘ ବର୍ଷ ଧରି ବିପର୍ଯ୍ୟସ୍ତ…

ଆଶା କର୍ମଚାରୀମାନଙ୍କ ଦାବି ପୂରଣ ନହେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ

ଆଶା କର୍ମଚାରୀମାନଙ୍କ ଦାବି ପୂରଣ ନହେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ #କଟକ(ଏନ୍‌.ଏମ୍‌.): ରାଜ୍ୟରେ ଆଶାକର୍ମୀମାନଙ୍କୁ ସରକାର ସର୍ବଦା ଅଣଦେଖା କରୁଛନ୍ତି । ବର୍ଷ ବର୍ଷ ଧରି ବିଭିନ୍ନ ସମସ୍ୟାର ସମାଧାନ ନେଇ ଦାବି କରି ଆସୁଥିଲେ ମଧ୍ୟ ସରକାର ଏ ନେଇ…