ଆଦିବାସୀ ସେବା ସଂଘ ପକ୍ଷରୁ ମାଘେ ପରବ
ଆଦିବାସୀ ସେବା ସଂଘ ପକ୍ଷରୁ ମାଘେ ପରବ #କଟକ(ଏନ୍.ଏମ୍.): ସ୍ଥାନୀୟ ସିଡିଏ ସେକ୍ଟର ୧୧ କାଠଯୋଡ଼ି କୂଳ ଗାଙ୍ଗୁଲି ବସ୍ତିରେ ଆଦିବାସୀ ସେବା ସଂଘ ପକ୍ଷରୁ ପାରମ୍ପରିକ ଭାବେ ଆଦିବାସୀ ସମ୍ପ୍ରଦାୟର ମାଘେ ପରବ ଉତ୍ସାହର ସହ ପାଳିତ ହୋଇ ଯାଇଛି । ଏହି ମାଘେ ପରବ ଉପଲକ୍ଷେ…


