ରୂପାଲୀ ଲେଙ୍କାଙ୍କ ନେତୃତ୍ୱରେ ଘରେ ଘରେ ଶଙ୍ଖ ଓ ପରିବାର ସମ୍ପର୍କ ପଦଯାତ୍ରା
ରୂପାଲୀ ଲେଙ୍କାଙ୍କ ନେତୃତ୍ୱରେ ଘରେ ଘରେ ଶଙ୍ଖ ଓ ପରିବାର ସମ୍ପର୍କ ପଦଯାତ୍ରା #କଟକ(ଏନ୍.ଏମ୍.): ବିଜେଡି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟରେ ବହୁ ଲୋକାଭିମୁଖୀ ଯୋଜନାର ପ୍ରଣୟନ କରିଛନ୍ତି । ଏହି ଯୋଜନାର ସଫଳ ରୂପାୟନ ପାଇଁ ନବୀନ ବାବୁଙ୍କ ନିର୍ଦ୍ଦେଶକ୍ରମେ ଘରେ ଘରେ ଶଙ୍ଖ ଓ ପରିବାର ସମ୍ପର୍କ ସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ରାଜ୍ୟର ବିଭିନ୍ନ ପ୍ରାନ୍ତରେ କରାଯାଉଛି । ଏହି ଅବସରରେ ଚୌଦ୍ୱାର କଟକ ବିଜେଡିର ନାରୀନେତ୍ରୀ ରୂପାଲୀ ଲେଙ୍କା…
