ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି
ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି #ଭୁବନେଶ୍ୱର (ଏନ୍.ଏମ୍.): ଶେଷରେ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜେଡି ପକ୍ଷରୁ ଆଜି ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ତେବେ ରାଜ୍ୟରୁ ୩ଜଣ ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ଆଜି ବିଜେଡି ୨ଜଣଙ୍କ ନାମ ଘୋଷଣା କରିଛି । କଟକ ଜିଲ୍ଲା ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ତଥା ବିଜେଡି ରାଜ୍ୟ ଉପସଭାପତି…
