ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ

ବାରହା ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ପ୍ରାଣ ହରାଇଲା ଗଜରାଜ #ଭୁବନେଶ୍ୱର(ଏନ୍‌.ଏମ୍‌.): ଭୁବନେଶ୍ୱର ସ୍ଥିତ ଭରତପୁର ଜଙ୍ଗଲରେ ଅସୁସ୍ଥ ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି । ଗତକାଲି ମଧ୍ୟରାତ୍ରରେ ଦନ୍ତାର ମୃତ୍ୟୁ ହୋଇଥିବା ଜଣାପଡିଛି । ବାରହା ଶିକାର ପାଇଁ ଶିକାରୀ ଖଞ୍ଜିଥିବା ବୋମା ଖାଇ ହାତୀଟିର ଅବସ୍ଥା ଗୁରୁତର ଥିଲା । ଭରତପୁର ଜଙ୍ଗଲରୁ ଅସୁସ୍ଥ ଦନ୍ତା ହାତୀଟିକୁ ଠାବ କରାଯାଇଥିଲା । ଅସୁସ୍ଥ ହାତୀର ଚିକିତ୍ସା ଓୟୁଏଟି ଓ ନନ୍ଦନକାନନ ପ୍ରାଣୀ…

Read More

ଘରୋଇ ବିଦ୍ୟୁତ ଉପଭୋକ୍ତାଙ୍କୁ ଖୁସି ଖବର, କମିଲା ବିଜୁଳି ଦର

ଘରୋଇ ବିଦ୍ୟୁତ ଉପଭୋକ୍ତାଙ୍କୁ ଖୁସି ଖବର, କମିଲା ବିଜୁଳି ଦର #ଭୁବନେଶ୍ୱର(ଏନ୍‌.ଏମ୍‌.): ଘରୋଇ ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ଆସିଛି । ବିଜୁଳି ଦର ହ୍ରାସ କଲେ ଓଇଆରସି । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ୍ ହୋଇଛି । ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିବ । ବିପିଏଲ୍ ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ରୁ ୭୦ ଟଙ୍କାକୁ ହ୍ରାସ କରାଯାଇଛି । କାଗଜ ଛାଡ଼ି…

Read More

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ, ଟିକେଟକୁ ନେଇ କଟକରେ ଆରମ୍ଭ ହୋଇଛି ରାଜନୈତିକ ଚର୍ଚ୍ଚା

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ, ଟିକେଟକୁ ନେଇ କଟକରେ ଆରମ୍ଭ ହୋଇଛି ରାଜନୈତିକ ଚର୍ଚ୍ଚା #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ସମୟରେ ବିଧାନସଭା ପ୍ରକୋଷ୍ଠରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିକ୍ରମ ଆରୁଖ୍‌, ନିରଞ୍ଜନ ପୂଜାରୀ, ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ଅରୁଣ ସାହୁ,…

Read More

କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ

କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ #କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ ଏବଂ ଦୀନବନ୍ଧୁ ସାହୁ ସ୍ମୃତି ସମ୍ମାନ ସମାରୋହ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଲୟ ର ଅଧ୍ୟକ୍ଷ ଅଧ୍ୟାପକ ଅଶୋକ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟବକ୍ତା ଭାବେ ଇଂରାଜୀ ବିଭାଗର ପ୍ରାକ୍ତନ ପ୍ରାଧ୍ୟାପକ ଡ. ବ୍ରଜ ମୋହନ ମିଶ୍ର ଯୋଗଦେଇ ମହାବିଦ୍ୟାଳୟକୁ ନିଜର ମା’ ଭାବିବାକୁ ପରାମର୍ଶ ଦେଇଥିଲେ । ଏଥିସହିତ ପିଲାମାନଙ୍କୁ…

Read More