ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ବସ କଟକ ଗୋପାଳପୁର ନିକଟରେ ଦୁର୍ଘଟଣାଗ୍ରସ୍ତ
ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ବସ କଟକ ଗୋପାଳପୁର ନିକଟରେ ଦୁର୍ଘଟଣାଗ୍ରସ୍ତ #କଟକ(ଏନ୍.ଏମ୍.): ୧୬ ନମ୍ବର ଜାତୀୟ ରାଜପଥ ବାଲିକୁଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଚନ୍ଦନ ନାମକ ଯାତ୍ରୀବାହୀ ବସ ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାତ୍ରା କରିବା ସମୟରେ ସ୍ଥାନୀୟ କଟକ ବାଲିକୁଦା ନିକଟରେ ହଠାତ…



