ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ପ୍ରଶାସନର ଅସହଯୋଗ ସତ୍ତ୍ୱେ ଶକ୍ତି ପ୍ରଦର୍ଶନ କଲେ ରୂପାଲୀ ଲେଙ୍କା
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ପ୍ରଶାସନର ଅସହଯୋଗ ସତ୍ତ୍ୱେ ଶକ୍ତି ପ୍ରଦର୍ଶନ କଲେ ରୂପାଲୀ ଲେଙ୍କା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ଜୟଗାନରେ ପ୍ରକମ୍ପିତ କଲେ ସମର୍ଥକ #କଟକ(ଏନ୍.ଏମ୍.): କଟକ ଜିଲ୍ଲା ଚୌଦ୍ୱାର ଅଞ୍ଚଳର ବହୁ ଚର୍ଚ୍ଚିତ ଓଟିଏମ ଜମିରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂତନ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଶିଳାନ୍ୟାସ କରିଛନ୍ତି । ୱେଲସ୍ପନ ଗ୍ରୁପ ପକ୍ଷରୁ ଏକ ଇଣ୍ଟିଗ୍ରେଟେଡ୍ ଟେକ୍ସଟାଇଲ ମାନୁଫାକ୍ଚରିଂ ଫାସିଲିଟି ଏବଂ ୱେୟାରହାଉସିଂ କମ୍ପେ୍ଲକ୍ସ ନିର୍ମାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ…
