ସିକିମ ସତ୍ତ୍ୱ ରୟତ ଜମି ପଟ୍ଟା ପାଇବେ ୨୬ ଜିଲ୍ଲାର ୨ ଲକ୍ଷ ୫୦ ହଜାର ଚାଷୀ: ପ୍ରଥମ ଦିନରେ ପାଇଲେ ୧୦ହଜାର ହିତାଧିକାରୀ

ସିକିମ ସତ୍ତ୍ୱ ରୟତ ଜମି ପଟ୍ଟା ପାଇବେ ୨୬ ଜିଲ୍ଲାର ୨ ଲକ୍ଷ ୫୦ ହଜାର ଚାଷୀ: ପ୍ରଥମ ଦିନରେ ପାଇଲେ ୧୦ହଜାର ହିତାଧିକାରୀ #ଭୁବନେଶ୍ୱର/କଟକ(ଏନ୍‌.ଏମ୍‌.): ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ । ସିକିମ ସ୍ୱତ୍ତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ଟି ଜିଲ୍ଲାର ଦଶ ହଜାର ସିକିମ ରୟତ ଚାଷୀମାନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି ।…

Read More

ଜେଲରୁ ହେଉଛି ଅପରେଟ୍‌: ବ୍ରାଉନସୁଗର କାରବାରର ଗୁମର ଖୋଲିଲା ଖୋର୍ଦ୍ଧା ପୁଲିସ

ଜେଲରୁ ହେଉଛି ଅପରେଟ୍‌: ବ୍ରାଉନସୁଗର କାରବାରର ଗୁମର ଖୋଲିଲା ଖୋର୍ଦ୍ଧା ପୁଲିସ #ଖୋର୍ଦ୍ଧା(ଏନ୍‌.ଏମ୍‌.): ଜେଲ ଭିତରରୁ ବି ଚାଲିଛି ଅପରାଧ ନିୟନ୍ତ୍ରଣ । ଖୋର୍ଦ୍ଧା ଜେଲ ଭିତରୁ ମାଫିଆମାନେ ଅପରେଟ କରୁଛନ୍ତି ବ୍ରାଉନସୁଗର କାରବାର । ଏହି ଜେଲ ଭିତରୁ ଗୋଟିଏ ମୋବାଇଲ ଫୋନ ଜବତ ହେବା ପରେ ଖୋଲିଛି ଅପରାଧର ଗୁମର । ଖୋର୍ଦ୍ଧା ଟାଉନ ଥାନା ପୁଲିସ ଖୋର୍ଦ୍ଧା ସହରରୁ ଜଣେ ଯୁବତୀଙ୍କ ସମେତ ମୋଟ ୬ ଜଣଙ୍କୁ ଗିରଫ କରିଛି । ସେମାନଙ୍କ…

Read More

ବାସୁଦେବପୁର ପଞ୍ଚାୟତ ଓ ପୌର ପରିଷଦସ୍ତରୀୟ ସଚେତନତା ଶିବିର

ବାସୁଦେବପୁର ପଞ୍ଚାୟତ ଓ ପୌର ପରିଷଦସ୍ତରୀୟ ସଚେତନତା ଶିବିର #ବାସୁଦେବପୁର(ଏନ୍‌.ଏମ୍‌.): ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳରେ ପଞ୍ଚାୟତ ସମିତି ଓ ପୌର ପରିଷଦ ପକ୍ଷରୁ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ବିଷ୍ଣୁ ବ୍ରତ ରାଉତରାୟ ସମସ୍ତ ପଞ୍ଚାୟତ ଓ ପୌର ପରିଷଦରେ ଯୋଗ ଦେଇ ନବୀନ ସରକାରଙ୍କ ବିଭିନ୍ନ ଜନହୀତକର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ବିଧାୟକ ଶ୍ରୀ ରାଉତରାୟଙ୍କ ସହ ପଞ୍ଚାୟତ ସମିତି ଅଧ୍ୟକ୍ଷ ନଗେନ୍ଦ୍ର ବିଶ୍ୱାଳ…

Read More

ନୂଆପାଟଣା ଗ୍ରାମରେ ରାସ୍ତା ଉନ୍ନତିକରଣର ଶିଳାନ୍ୟାସ କଲେ ବିଧାୟକ

ନୂଆପାଟଣା ଗ୍ରାମରେ ରାସ୍ତା ଉନ୍ନତିକରଣର ଶିଳାନ୍ୟାସ କଲେ ବିଧାୟକ #ଚୌଦ୍ୱାର(ଏନ୍‌.ଏମ୍‌.): ଟାଙ୍ଗୀ-ଚୌଦ୍ୱାର ବ୍ଳକ୍ ଅନ୍ତର୍ଗତ କୟଳପଡ଼ା ଗ୍ରାମପଞ୍ଚାୟତର ନୂଆପାଟଣା ଗ୍ରାମରେ ରାସ୍ତା ନିର୍ମାଣ ଓ ଉନ୍ନତି କରଣ କାର୍ଯ୍ୟର ଶିଳାନ୍ୟାସ ହୋଇଯାଇଛି । ଏହି ଅବସରରେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟର ଶିଳାନ୍ୟାସ କରିଥିଲେ । ତେବେ ନୂଆପାଟଣା ଗ୍ରାମର ପବିତ୍ର ସ୍ୱାଇଁଙ୍କ ଘର ଠାରୁ ଦିବାକର ମିଶ୍ରଙ୍କ ଘର ପର୍ଯ୍ୟନ୍ତ ଥିବା ୨.୫ କିଲୋମିଟର ବିଶିଷ୍ଟ ୨ଟି ଢଲାଇ…

Read More

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ #ନାରାୟଣପାଟଣା(ଏନ୍‌.ଏମ୍‌.): ରାଜ୍ୟରେ ଶ୍ରମିକ ଚାଲଣ ଥମିବାରେ ନାଁ ଧରୁନି । ବିଶେଷ କରି ଘର ପାଖରେ ଧନ୍ଦା ନମିଳିବା ଯୋଗୁଁ ରାଜ୍ୟବାହାରକୁ ଦାଦନ ଖଟିବା ପାଇଁ ରାଜ୍ୟରୁ ଲୋକ ଚାଲିଯାଉଛନ୍ତି । ମାତ୍ର ସେଠାରେ ବିଭିନ୍ନ ନିର୍ଯ୍ୟାତନାର ଶିକାର ହୋଇ ମଧ୍ୟ ଘରକୁ ସହଜରେ ଫେରି ପାରୁନାହାନ୍ତି । ବ୍ୟାପକ ସଚେତନତା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମୁନାହିଁ । କାମ ଯୋଗାଇଦେବାର ପ୍ରଲୋଭନ ଦେଖାଇ ଆନ୍ଧ୍ରପ୍ରଦେଶ…

Read More