ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଗ୍ରାମୀଣ ଡାକ ସେବକସଙ୍ଘର ବାର୍ଷିକ ସମ୍ମିଳନୀ

ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଗ୍ରାମୀଣ ଡାକ ସେବକସଙ୍ଘର ବାର୍ଷିକ ସମ୍ମିଳନୀ #କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ଅଖିଳ ଭାରତ ପୋଷ୍ଟମ୍ୟାନ, ଏମଟିଏସ ଓ ଡାକ ସେବକସଙ୍ଘର ଦ୍ୱିତୀୟ ବାର୍ଷିକ ସମ୍ମିଳନୀ ସହରର ହୋଟେଲ ଗୋଲଡେନ ପ୍ୟାଲେସରେ ଅନୁଷ୍ଠିତ ହୋଇଯାଇଛି । ଲିୟାକତ ଅଲ୍ଲୀ, ସୂର୍ଯ୍ୟକାନ୍ତ ସାମଲ, ଅଶୋକ କୁମାର ପଣ୍ଡାଙ୍କୁ ନେଇ ଗଠିତ ସଭାପତି ମଣ୍ଡଳୀଙ୍କ ଦ୍ୱାରା ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଥମେ ସହିଦ ବେଦୀରେ ମାଲ୍ୟାର୍ପଣ ପରେ ସମ୍ମିଳନୀକୁ ଉଦଘାଟନ କରି ଶ୍ରମିକନେତା ଗୟାଧର…

Read More

ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ ବିତରଣ

ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ ବିତରଣ ‘ବିଭିନ୍ନ କେନ୍ଦ୍ର ଓ ଭ୍ରାମ୍ୟମାଣ ଶିବିର ଜରିଆରେ ବିତରଣ ଜାରି ରହିବ’ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ପ୍ରାୟ ୪ଲକ୍ଷ ଭିନ୍ନକ୍ଷମ ରହିଥିବାବେଳେ ସେମାନଙ୍କୁ ଆବଶ୍ୟକୀୟ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ତଥା ଅନ୍ୟାନ୍ୟ ସହାୟକ ସରଞ୍ଜାମ ଯୋଗାଇ ଦିଆଯିବା ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ବିସ୍ତୃତ ଯୋଜନା ପ୍ରସ୍ତୁତ ହୋଇଛି ବୋଲି ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ଆଜି ୟୁନିଟ୍‌-୬ସ୍ଥିତ…

Read More

କେନ୍ଦୁ ଗୋଛା କାଟିଲେ ଧଣ୍ଡାମୁଣ୍ଡା ସରପଞ୍ଚ ବୈଦ୍ୟନାଥ ମିଶ୍ର

କେନ୍ଦୁ ଗୋଛା କାଟିଲେ ଧଣ୍ଡାମୁଣ୍ଡା ସରପଞ୍ଚ ବୈଦ୍ୟନାଥ ମିଶ୍ର #ପାଟଣାଗଡ଼(ଏନ୍‌.ଏମ୍‌.): ପାଟଣାଗଡ଼ ଖପ୍ରାଖୋଲ ବ୍ଳକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଗ୍ରାମରେ ୨୦୨୪ ବର୍ଷ କେନ୍ଦୁପତ୍ର ଗୋଛା କଟେଇ ଆରମ୍ଭ ହୋଇଛି । ଗୋଛା କଟେଇରେ ଗ୍ରାମର ୩୭ଜଣ ମହିଳା ପୁରୁଷ ଶ୍ରମିକ ଯୋଗ ଦେଇଥିଲେ । ପାଟିମାଲ ସେକ୍ସନ ଫରେଷ୍ଟର ପଦ୍ମଲୟା ସେଠ ତଦାରଖ କରି ଶ୍ରମିକଙ୍କୁ ଠିକ ହିସାବରେ କେନ୍ଦୁ ପତ୍ର କାଟିବା ପାଇଁ ନିର୍ଦ୍ଦେଶ ଦେଇଥିଲେ, ଗୋଛାକୁ ଠିକରେ କାଟିଲେ ଉପଯୁକ୍ତ ପତ୍ର ବାହାରିବ…

Read More