ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକଙ୍କୁ ପ୍ରତିବର୍ଷ ପୁରସ୍କୃତ କରାଯିବ
ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକଙ୍କୁ ପ୍ରତିବର୍ଷ ପୁରସ୍କୃତ କରାଯିବ #କଟକ(ଏନ୍.ଏମ୍.): ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକଙ୍କୁ ଚୟନ କରି ପ୍ରତ୍ୟେକ ବର୍ଷ ଅଧ୍ୟାପିକା ନୀହାରିକା ଦାସ ସ୍ମୃତି ନ୍ୟାସ ପକ୍ଷରୁ ପୁରସ୍କୃତ କରାଯିବ ବୋଲି ଆଜି ସ୍ଥାନୀୟ ଗାନ୍ଧି ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନ୍ୟାସର ଆବାହକ ଦୀପକ କୁମାର ମହାନ୍ତ ଘୋଷଣା କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତ କହିଥିଲେ ଯେ, ସମ୍ପ୍ରତି ମୁଦ୍ରଣ ପ୍ରଯୁକ୍ତିବିଦ୍ୟାର ଯଥେଷ୍ଟ ଉନ୍ନତି ଘଟିଥିବାରୁ ଓଡ଼ିଆ ଭାଷାରେ…
