ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ
ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦ୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ #ପାଟଣାଗଡ଼(ଏନ୍.ଏମ୍.): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଖଲିଆ ଗାଁର ଦାଦନ ଶ୍ରମିକ ପରିବାରକୁ ସର୍ଦ୍ଦାର ବନ୍ଧକ ରଖି ଟଙ୍କା ଅସୁଲ କରିବା ଘଟଣାରେ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ଦେଖା ଦେଇଛି ସମ୍ପୃକ୍ତ ଦାଦନ ସର୍ଦ୍ଦାର ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି । ତେବେ ଦାଦନ ସର୍ଦାର ଜଣକ…
