ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ଚଢ଼ାଉ
ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ଚଢ଼ାଉ #ଭଦ୍ରକ(ଏନ୍.ଏମ୍.): ଇଡିର ସ୍କାନରରେ ଏବେ ରାଜନେତା । ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ସରଗରମ ଆରମ୍ଭ ହୋଇଥିବାବେଳେ ରାଜନେତାଙ୍କ ଘରେ ଏଭଳି ଚଢ଼ାଉକୁ ନେଇ ସମସ୍ତେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି । ଏହାର ଫଳାଫଳକୁ ଜନତା ଚାହିଁ ରହିଛନ୍ତି । ଜମି କାରବାରରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ଆଜି ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକ ତଥା ବିଜେଡିର ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ବା…
