୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ
୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ #ଭୁବନେଶ୍ୱର(ଏନ୍.ଏମ୍.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାର୍ଚ୍ଚ ୫ତାରିଖରେ ଓଡ଼ିଶା ଗସ୍ତରେ ଆସି ଚଣ୍ଡିଖୋଲଠାରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ଉତ୍ସବରେ ଯୋଗଦେବା ସହ ବିଜେପିର ଏକ ଦଳୀୟ ସଭାକୁ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ପାଇଁ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।…
