ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ
ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ #ଭୁବନେଶ୍ୱର(ଏନ୍.ଏମ୍.): ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଚାଲିଥିବା ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ସମ୍ଭାବ୍ୟ ମେଣ୍ଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ଚର୍ଚ୍ଚାରେ ରାଜ୍ୟ ବିଜେପି ସଭାପତି ଆଜି ପୂର୍ଣ୍ଣଚ୍ଛେଦ ପକାଇଛନ୍ତି । ପୂର୍ବରୁ ମାର୍ଚ୍ଚ ୧ତାରିଖରେ ଦିଲ୍ଲୀରୁ ଫେରି ମନମୋହନ…
