ଆସିଲା ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆସିଲା ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେ ସମରସଜା ଆରମ୍ଭ କରିଥିବାବେଳେ ବିଜେଡି ଆଜି ତାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ତେବେ ପ୍ରାର୍ଥୀତ୍ୱକୁ ନେଇ ପୂର୍ବରୁ ବିଜେଡି ପକ୍ଷରୁ ନେତାମାନେ ଯାହା ନାଁ ଘୋଷଣା କରୁଥିଲେ ସେଥିରେ କିଛି ପରିବର୍ତ୍ତନ କରାଯାଇଥିବା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀତାଲିକା ଘୋଷଣା ପରେ ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି…

Read More

ଛତିଶଗଡ଼ରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ୬ ନକ୍ସଲ ନିହତ

ଛତିଶଗଡ଼ରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ୬ ନକ୍ସଲ ନିହତ #ବିଜାପୁର(ଏଜେନ୍ସି): ଦେଶରେ ନକ୍ସଲ ଦମନ ପାଇଁ ସୁରକ୍ଷା ବିଭାଗ ପକ୍ଷରୁ ଅବିରତ ଉଦ୍ୟମ ଜାରି ରହିଛି । ବିଭିନ୍ନ ସ୍ଥାନରେ ନକ୍ସଲଙ୍କ ପ୍ରାଦୁର୍ଭାବ ବଢ଼ୁଥିବାବେଳେ ଏହାକୁ ନିପାତ କରିବା ପାଇଁ ଯବାନମାନେ ଲାଗିପଡ଼ିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଯବାନଙ୍କ ଗୁଳିରେ ଟଳିପଡିଲେ ୬ ନକ୍ସଲ । ମୃତାହତ ହୋଇଥିବା ୬ ନକ୍ସଲଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାଯାଇଛି । ଛତିଶଗଡ଼ ବିଜାପୁର ଜିଲ୍ଲା…

Read More

ବିଜେଡିରେ ମିଶିଲେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ବିଜେଡିରେ ମିଶିଲେ ସୁର ରାଉତରାୟଙ୍କ ପୁଅ ମନ୍ମଥ #ଭୁବନେଶ୍ୱର(ଏନ୍‌.ଏମ୍‌.): ବହୁ କଳ୍ପନା ଜଳ୍ପନା ତଥା ଚାଲିଥିବା ଚର୍ଚ୍ଚାରେ ଏବେ ପଡ଼ିଛି ପୂର୍ଣ୍ଣଚ୍ଛେଦ । ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା…

Read More