ଖଡିଆଶୋଳ ଗ୍ରାମର ପାନୀୟ ଜଳସଂଙ୍କଟ ନେଇ ଗ୍ରାମବାସୀ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ
ଖଡିଆଶୋଳ ଗ୍ରାମର ପାନୀୟ ଜଳସଂଙ୍କଟ ନେଇ ଗ୍ରାମବାସୀ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ #ରାଇରଙ୍ଗପୁର (ଏନ୍.ଏମ୍.): ଦିନକୁ ଦିନ ତାତି ବଢିଲାଣି । ତାତି ବଢିଆ ସହ ବିଭିନ୍ନ ଗ୍ରାମରେ ପାନୀୟ ଜଳ ସଂକଟ ଦେଖାଦେଇଛି । ସରକାର ହର ଘର ପିଇବା ପାଣି ବ୍ୟବସ୍ଥା କରୁଥିବାବେଳେ ବିଜାତଳା ବ୍ଳକର ବିଜାତଳା…



