ବିଜେଡି ଛାଡ଼ିଦେଲେ ୪ ଅଭିନେତା: ଶଙ୍ଖକୁ ବାଏ ବାଏ କଲେ ଅନୁଭବ, ଆକାଶ, ଅରିନ୍ଦମ, ସିଦ୍ଧାନ୍ତ
ବିଜେଡି ଛାଡ଼ିଦେଲେ ୪ ଅଭିନେତା: ଶଙ୍ଖକୁ ବାଏ ବାଏ କଲେ ଅନୁଭବ, ଆକାଶ, ଅରିନ୍ଦମ, ସିଦ୍ଧାନ୍ତ ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଆ ସିନେମାର ୪ ଅଭିନେତା ବିଜେଡି ଛାଡ଼ି ଦେଇଛନ୍ତି । ଅଭିନେତାରୁ ରାଜନେତା ପାଲଟିଥିବା ଏହି ୪ ଅଭିନେତାଙ୍କ ମଧ୍ୟରୁ ଦୁଇ ଜଣ ବିଜେପିରେ ଯୋଗ ଦେଇ ସାରିଥିବାବେଳେ ଆଉ…

