ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୮ରୁ ସକାଳୁଆ କୋର୍ଟ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୮ରୁ ସକାଳୁଆ କୋର୍ଟ #କଟକ(ଏନ୍‌.ଏମ୍‌.) : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନ୍ୟାୟପାଳିକା ପକ୍ଷରୁ ସକାଳୁଆ କୋର୍ଟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ରାଜ୍ୟରେ ସମସ୍ତ ଜିଲ୍ଲା ଓ ନିମ୍ନ ଅଦାଲତଗୁଡିକ ଆସନ୍ତା ୮ତାରିଖରୁ ସକାଳୁଆ କାର୍ଯ୍ୟ କରିବ । ସେହିଦିନ ଠାରୁ ପୂର୍ବାହ୍ନ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅଦାଲତଗୁଡିକ ଖୋଲା ରହିବ । ଏଥିସହ ପୂର୍ବାହ୍ନ ୧୦ଟାରୁ ୧୦ଟା ୩୦ପର୍ଯ୍ୟନ୍ତ…

Read More