କଳାହାଣ୍ଡି ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ
କଳାହାଣ୍ଡି ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ କନ୍ଦାଗଡ଼ ପଥର ଖୋଦେଇ କାରିଗରଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ ପ୍ରାଚୀନ ଶୈଳୀରେ ବିକଶିତ ହେବ ମୋହନ ଗିରି ଶୈବପୀଠ #ଭୁବନେଶ୍ୱର(ଏନ୍.ଏମ୍.): କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ । ଆଭାଷୀ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡିଙ୍କ ସହ ସବିଶେଷ ଆଲୋଚନା…
