ଏନଆରଆରଆଇ ଠିକା କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ
ଏନଆରଆରଆଇ ଠିକା କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ #କଟକ(ଏନ୍.ଏମ୍.): ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଏନଆରଆରଆଇ କଣ୍ଟ୍ରାକ୍ଟ ଲେବର ୟୁନିୟନର ବାର୍ଷିକ ସମ୍ମିଳନୀ ସଂଘର ସଭାପତି ବସନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରତୀୟ ମଜଦୁର ସଂଘର ପୂର୍ବତନ ରାଜ୍ୟ ସଭାପତି ଇଂ ଶ୍ରୀକାନ୍ତ କୁମାର ବ୍ରହ୍ମା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ପ୍ରଦୀପ ପ୍ରଜ୍ଜ୍ୱଳନ କରି ସମ୍ମିଳନୀକୁ ଉଦଘାଟନ କରିଥିଲେ । ଏସିଆ ମହାଦେଶର ସର୍ବବୃହତ ଧାନ…
