ଆଇଡାକ୍ସ କନସଲଟିଙ୍ଗ ଆଣ୍ଡ ରିସର୍ଚ୍ଚ କେନ୍ଦ୍ର ଉଦଘାଟିତ
ଆଇଡାକ୍ସ କନସଲଟିଙ୍ଗ ଆଣ୍ଡ ରିସର୍ଚ୍ଚ କେନ୍ଦ୍ର ଉଦଘାଟିତ #ଭୁବନେଶ୍ୱର(ଏନ୍.ଏମ୍.): ଭୁବନେଶ୍ୱର ପଟିଆ ଚନ୍ଦକା ଶିଳ୍ପାଞ୍ଚଳ ଅନ୍ତର୍ଗତ ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ନିକଟରେ ଆଇଡାକ୍ସ କନସଲଟିଙ୍ଗ ଆଣ୍ଡ ରିସର୍ଚ୍ଚ କେନ୍ଦ୍ର ଉଦଘାଟିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆଇଟି, କ୍ରୀଡା ଓ ଗୃହ ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବର୍ତ୍ତମାନ ଶିଳ୍ପାୟନ ଓ ନିଯୁକ୍ତି କ୍ଷେତ୍ରରେ ଓଡ଼ିଶାରେ ଯେଉଁ ପ୍ରଗତି ରଥ ଆଗେଇ ଚାଲିଛି ବୋଲି…
