ନୂଆଦିଲ୍ଲୀରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ!
ନୂଆଦିଲ୍ଲୀରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ ! #ନୂଆଦିଲ୍ଲୀ (ଏନ୍.ଏମ୍.): ଏଠାରେ ଭାରତୀୟ ଜନତା ପାର୍ଟି ଓ ବିଜୁ ଜନତା ଦଳ ମଧ୍ୟରେ ନିର୍ବାଚନୀ ମେଣ୍ଟ ଚୂଡ଼ାନ୍ତ କରାଯାଇଥିବା ଜଣାଯାଇଛି । ଏନେଇ ଆନୁଷ୍ଠାନିକ ଘୋଷଣା ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ହେବାକୁ ଯାଉଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ପ୍ରଧାନମନ୍ତ୍ରୀଙ୍କର ଆସନ୍ତା ସପ୍ତାହରେ ଓଡ଼ିଶା ଗ୍ରସ୍ତ ସମୟରେ ଉଭୟ ନେତାଙ୍କର ସାକ୍ଷାତ…
