୯୦୦ କୋଟି ଟଙ୍କା ଠକେଇ ଅଭିଯୋଗ; ଚିଟଫଣ୍ଡ ସଂସ୍ଥାରେ ପଶିଲା ଇଡି
୯୦୦ କୋଟି ଟଙ୍କା ଠକେଇ ଅଭିଯୋଗ; ଚିଟଫଣ୍ଡ ସଂସ୍ଥାରେ ପଶିଲା ଇଡି #ଭୁବନେଶ୍ୱର(ଏନ୍.ଏମ୍.): ୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଏକ ଚିଟଫଣ୍ଡ ସଂସ୍ଥା ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି । ଗୋଲଡେନ୍ ଲ୍ୟାଣ୍ଡ ଡେଭଲପର୍ସ ପ୍ରାଇଭେଟ୍ ଲିମିଟେଡ୍ ନାମକ ଚିଟଫଣ୍ଡ ସଂସ୍ଥାରେ ଏହି…




















