ଶ୍ରମିକ ନେତା କୃଷ୍ଣଚନ୍ଦ୍ର ପାତ୍ରଙ୍କ ବିୟୋଗରେ ଇପିଏଫ ପେନସନ ସଙ୍ଘର ଶୋକ
ଶ୍ରମିକ ନେତା କୃଷ୍ଣଚନ୍ଦ୍ର ପାତ୍ରଙ୍କ ବିୟୋଗରେ ଇପିଏଫ ପେନସନ ସଙ୍ଘର ଶୋକ କଟକ(ଏନ୍.ଏମ୍.): ବିଶିଷ୍ଟ ଶ୍ରମିକ ନେତା ତଥା ହିନ୍ଦ୍ ମଜଦୁର ସଭାର ରାଜ୍ୟ ସଭାପତି କୃଷ୍ଣଚନ୍ଦ୍ର ପାତ୍ରଙ୍କ ବିୟୋଗରେ ଅଲ୍ ଓଡିଶା ଇପିଏଫ୍ ପେନସନରସ୍ ଆସୋସିଏସନ ତରଫରୁ ଗଭୀର ଶୋକ…
