କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ
କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ #ଭୁବନେଶ୍ୱର/କଟକ (ଏନ୍.ଏମ୍.): କଟକରେ ଏଣିକି ଭଙ୍ଗା ହେବ ବିପଦସଂକୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କିଛିଦିନ ତଳେ କଟକରେ ଏକ ପୁରୁଣା କୋଠା ଭାଙ୍ଗି କିଛି ଲୋକଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଥିଲା। ଏନେଇ ଏବେ ବିଭାଗୀୟ ମନ୍ତ୍ରୀ ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ଏକ ଲିଖିତ…
