କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ
କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ #ଭୁବନେଶ୍ୱର/କଟକ (ଏନ୍.ଏମ୍.): କଟକରେ ଏଣିକି ଭଙ୍ଗା ହେବ ବିପଦସଂକୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କିଛିଦିନ ତଳେ କଟକରେ ଏକ ପୁରୁଣା କୋଠା ଭାଙ୍ଗି କିଛି…


