ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ : ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ବିଭିନ୍ନ ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ସରକାର୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ଜମି ନେଇ ଶିଳ୍ପ କରୁ ନଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ ବିଚାରାଧୀନ ରହିଥିବାବେଳେ ବନ୍ଦ ଥିବା ୯୧୪ ସଂସ୍ଥାରୁ ଇଡକୋ…

Read More

ମଧ୍ୟପ୍ରାଚ୍ୟ ଯୁଦ୍ଧ: ୨ ବାଂଲାଦେଶୀ ମୃତ, ୭ ଆହତ, ସମୁଦ୍ରରେ ଫସି ରହିଛି ବାଂଲାର ଜାହାଜ

ମଧ୍ୟପ୍ରାଚ୍ୟ ଯୁଦ୍ଧ: ୨ ବାଂଲାଦେଶୀ ମୃତ, ୭ ଆହତ, ସମୁଦ୍ରରେ ଫସି ରହିଛି ବାଂଲାର ଜାହାଜ ଢାକା(ଏଜେନ୍ସି): ମଧ୍ୟପ୍ରାଚ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଯୋଗୁଁ ସମ୍ପୂର୍ଣ୍ଣ ବିଶ୍ୱ ଏବେ ସମସ୍ୟାରେ ଛନ୍ଦି ହୋଇ ଯାଇଛି। ଇରାନ ଓ ଇସ୍ରାଏଲ,ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ଏବେ ନିରୀହ ବିଦେଶୀ ଶ୍ରମିକଙ୍କ ଜୀବନ ପାଇଁ ବିପଦ ସୃଷ୍ଟି ହୋଇଛି। ବିଭିନ୍ନ ଦେଶ ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣରେ ଦୁଇଜଣ ବାଂଲାଦେଶୀ ନାଗରିକ ପ୍ରାଣ ହରାଇବା ସହ ୭ ଜଣ…

Read More