ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ : ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍
ବିଧାନସଭା ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟ ବିଭିନ୍ନ ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ସରକାର୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ଜମି ନେଇ ଶିଳ୍ପ କରୁ ନଥିବାରୁ ରାଜ୍ୟ ସରକାର…

