ଚୌଦ୍ୱାର ଆମ୍ବିସନ କ୍ଲବରେ ମେଗା ରକ୍ତଦାନ ଶିବିର
ଚୌଦ୍ୱାର ଆମ୍ବିସନ କ୍ଲବରେ ମେଗା ରକ୍ତଦାନ ଶିବିର ଚୌଦ୍ୱାର (ଏନ୍.ଏମ୍.): ଚୌଦ୍ୱାର ସ୍ଥିତ ମା’ ବିରଜା କ୍ରିକେଟ କ୍ଲବ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ସ୍ଥାନୀୟ ଓଟିଏମ କଲୋନୀସ୍ଥିତ ଆମ୍ବିସନ କ୍ଲବ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରେଡକ୍ରସର ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଏହି ରକ୍ତଦାନ ଶିବିର ପରିଚାଳନା କରାଯାଇଥିଲା। ଏହି ଶିବିରରେ ମୋଟ ୫୫ୟୁନିଟ ରକ୍ତ ସଂଗ୍ରହ ହୋଇଛି। ରକ୍ତଦାନ ଶିବିରକୁ କ୍ରିକେଟ କ୍ଲବର କର୍ମକର୍ତ୍ତାଙ୍କ ସହିତ ଟେଟ୍ରାହେଡନ ଏଜୁକେସନାଲ ଟ୍ରଷ୍ଟ ସହଯୋଗ କରିଥିଲା। କାର୍ଯ୍ୟକ୍ରମରେ…
