ଗଜପତି ଆରଟିଓ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍, ଆସବାବପତ୍ର
ଗଜପତି ଆରଟିଓ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍, ଆସବାବପତ୍ର #ପାରଳାଖେମୁଣ୍ଡି (ଏନ୍.ଏମ୍.): ଗଜପତି ଜିଲ୍ଲା ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ କ୍ଷତିଗ୍ରସ୍ତ…

