ଜାତୀୟ କ୍ରୀଡା ଦିବସରେ ନିଯୁକ୍ତି ପତ୍ର
ଜାତୀୟ କ୍ରୀଡା ଦିବସରେ ନିଯୁକ୍ତି ପତ୍ର [caption id="attachment_6174" align="alignnone" width="300"] News by Ajit Kumar Mallick (Konark)[/caption] ପୁରୀ/କୋଣାର୍କ (ଏନ୍.ଏମ୍.): ଜାତୀୟ କ୍ରୀଡ଼ା ଦିବସ ଅବସରରେ ପୁରୀ ଜିଲ୍ଲାର କ୍ରୀଡ଼ାବିତ୍ତଙ୍କୁ ସ୍ୱତନ୍ତ୍ର ସମ୍ମାନ ପ୍ରଦାନ କରାଯାଇଛି । ପୁରୀ ଜିଲ୍ଲାର ତିନି ଜଣ ଭିନ୍ନକ୍ଷମ କ୍ରୀଡାବିତଙ୍କୁ ଜାତୀୟ କ୍ରୀଡ଼ା ଦିବସ ଅବସରରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ଓଏମସିରେ ପ୍ରଥମ…




















