ଶିଶୁ ଅଧିକାର ସୁରକ୍ଷା ନେଇ ରାଜ୍ୟସ୍ତରୀୟ ଟ୍ୟାକ୍ସଫୋର୍ସ ବୈଠକ
ଥଇଥାନ ହେବେ ରାସ୍ତାକଡର ଶିଶୁ ଶିଶୁ ଅଧିକାର ସୁରକ୍ଷା ନେଇ ରାଜ୍ୟସ୍ତରୀୟ ଟ୍ୟାକ୍ସଫୋର୍ସ ବୈଠକ [caption id="attachment_5880" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ଭାରତର ଏକ ପ୍ରମୁଖ ରାଜ୍ୟ ଭାବରେ ଓଡିଶା, ଶିଶୁ ଅଧିକାର ବିଧେୟକକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ ହୋଇ କାର୍ଯ୍ୟ କରୁଛି । ଆଇନ୍ ସହାୟତା ଆବଶ୍ୟକ କରୁଥିବା ପ୍ରତ୍ୟକ ଶିଶୁଙ୍କ ପ୍ରତି ଧ୍ୟାନ ଦିଆଯାଉଛି । ମିଳିତ ଜାତି ସଂଘର…




















