ଅନ୍ତର୍ଜାତୀୟ ଜୈବବିବିଧତା ଦିବସ: ‘ବଞ୍ଚିବା ପାଇଁ ଜୈବବିବିଧତାକୁ ସମ୍ମାନ ଦେବାକୁ ପଡ଼ିବ’
ଅନ୍ତର୍ଜାତୀୟ ଜୈବବିବିଧତା ଦିବସ: ‘ବଞ୍ଚିବା ପାଇଁ ଜୈବବିବିଧତାକୁ ସମ୍ମାନ ଦେବାକୁ ପଡ଼ିବ’ [caption id="attachment_5063" align="alignnone" width="300"] Photo by I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା ଜୈବବିବିଧତା ବୋର୍ଡ ଆନୁକୂଲ୍ୟରେ ସ୍ଥାନୀୟ ଇମେଜ ପରିସରରେ ‘ଅନ୍ତର୍ଜାତୀୟ ଜୈବବିବିଧତା ଦିବସ’ ପାଳିତ ହୋଇ ଯାଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ ଭାରତ ସରକାରଙ୍କ ଜଙ୍ଗଲ ମନ୍ତ୍ରାଳୟର ପ୍ରାକ୍ତନ ମହାନିର୍ଦ୍ଦେଶକ ତଥା ଓଡ଼ିଶା ଭୁସଂପତ୍ତି ଅଧିକାର ପ୍ରାଧିକରଣର ଅଧ୍ୟକ୍ଷ ସିଦ୍ଧାନ୍ତ ଦାସ କହିଛନ୍ତି…




















